Odisha News Insight
Browsing Category

Health

କରୋନା ମୃତ୍ୟୁ ସତ୍ତ୍ବେ ଏହି ଦେଶରେ ହେଲା ନିର୍ବାଚନ

ଦେଶରେ କରୋନା ସଂକ୍ରମଣ ଓ ମୃତ୍ୟୁ ସତ୍ତ୍ବେ ମାଲିରେ ଆଜି ଦେଶବ୍ୟାପୀ ସଂସଦୀୟ ମତଦାନ ହୋଇଛି। ମାତ୍ର ୨ କୋଟି ଜନସଂଖ୍ୟା ବିଶିଷ୍ଟ ଏହି ଆଫ୍ରିକୀୟ ଦେଶରେ ୧୮ ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି। ସବୁଠୁ ବଡ଼ କଥା ହେଲାା ଆଜି ଭୋଟଗ୍ରହଣ ଆରମ୍ଭର କିଛି ସମୟ ପୂର୍ବରୁ ଦେଶରେ ପ୍ରଥମ କରୋନା ଜନିତ…

କରୋନା ବେପାର ଚୀନରୁ ୧୦୦ କୋଟି ମାସ୍କ କିଣିବ ଫ୍ରାନ୍ସ

ଗୋଟିଏ ପଟେ ସାରା ବିଶ୍ବକୁ କରୋନା କବଳିତ କରି ରଖିଥିବା ବେଳେ ଏହାର ଉତ୍ପତ୍ତିସ୍ଥଳ ଚୀନ ଏବେ ପ୍ରାୟତଃ ବିପଦମୁକ୍ତ ଅବସ୍ଥାରେ ପହଞ୍ଚିଲାଣି। ,ଭଳି ସମୟରେ ମାନବସମ୍ବଳ ବହୁଳ ଚୀନ୍‌ ଆରମ୍ଭ କରିଛି କରୋନା ବ୍ୟବସାୟ। କରୋନା ଲଢ଼େଇରେ ଆକ୍ତାମାକ୍ତ ଫ୍ରାନ୍ସ ଚୀନ୍‌ ଠାରୁ ୧୦୦ କୋଟି ଫେସ୍‌…

କରୋନା: ଫୋନରେ ଦିନ ତମାମ ମାଗଣା ପରାମର୍ଶ ଦେବେ ଡାକ୍ତର

 ଲକ୍‌ଡାଉନ୍‌ରେ ଥିବା ଲୋକଙ୍କ ପାଇଁ ସୁଖବର। ଆପଣଙ୍କ ସ୍ବାସ୍ଥ୍ୟଗତ ସମସ୍ୟା ଥିଲେ ବା ସ୍ବାସ୍ଥ୍ୟକୁ ନେଇ କୌଣସି ସମସ୍ୟା ଦେଖାଦେଲେ ଆପଣ ଡାକ୍ତରଖାନା ଓପିଡି ଯିବାର ଆବଶ୍ୟକତା ନାହିଁ। ଆପଣଙ୍କ ଫୋନରେ ଆପଣ ଅଭିଜ୍ଞ ଡାକ୍ତରଙ୍କ ଠାରୁ ମାଗଣା ପରାମର୍ଶ ପାଇପାରିବେ। ଭାରତୀୟ ଡାକ୍ତରୀ…

କରୋନା: ସ୍ପେନ୍ ରାଜକୁମାରୀ ମାରିଆ ଟେରେସାଙ୍କ ମୃତ୍ୟୁ

ମହାମାରୀ କରୋନାରେ ପ୍ରାଣ ହରାଇଲେ ସ୍ପେନ୍ ରାଣୀ ମାରିଆ ଟେରେସା। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା। ମୃତ ମାରିଆଙ୍କ ଭାଇ ରାଜକୁମାର ସିକ୍ସଟୋ ଏନରିକି ଡି ବୋରବୋନ ଫେସବୁକରେ ପୋଷ୍ଟ କରି ଏହି ସୂଚନା ଦେଇଛନ୍ତି। ରାଜକୁମାରୀ ମାରିଆଙ୍କ ମୃତ୍ୟୁ ମାର୍ଚ୍ଚ ୨୬ରେ ହୋଇଛି। କୋଭିଡ-୧୯ରେ…

କରୋନା: ମୃତ୍ୟୁ ସଂଖ୍ୟା ୨୫କୁ ବୃଦ୍ଧି, ୮୬ ଜଣ ଆରୋଗ୍ୟ

 ମହାମାରୀ କରୋନା ଭାଇରସ ଭାରତରେ କାୟା ବିସ୍ତାର କରୁଛି। ସାରା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୯ର ପହଁଞ୍ଚିଥିବା ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ହେଉଛି। ଏମାନଙ୍କ ମଧ୍ୟରୁ ୨୫ ଜଣଙ୍କର ମୃତ୍ୟୁ ଘଟି ସାରିଥିବା ବେଳେ ୮୬ ଜଣ ରୋଗୀ ଠିକ୍‌ ହୋଇସାରିଲେଣି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ…

କରୋନା: ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୨୯, ଇରାନରୁ ଆସିଲେ ୨୭୫ ଭାରତୀୟ

ମହାମାରୀ କରୋନା ଭାଇରସର କାୟା ଦିନକୁ ଦିନ ଭାରତରେ ଦେଖିବାକୁ ମିିଳିଛି। ଦେଶର ବିଭିନ୍ନ ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ହଠାତ ବୃଦ୍ଧି ଦେଖିବାକୁ ମିଳିଛି। ସାରା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୯ର ପହଁଞ୍ଚିଛି। ଏମାନଙ୍କ ମଧ୍ୟରୁ ୧୯ ଜଣଙ୍କର ମୃତ୍ୟୁ ଘଟି ସାରିଥିବା…

କରୋନା: ଗୋଟି ଦିନରେ ୨୨୧ ଜଣ ସଂକ୍ରମିତ, ICMR କହିଲା ଭାରତ

ମହାମାରୀ କରୋନା ଭାଇରସର କାୟା ଦିନକୁ ଦିନ ଭାରତରେ ଦେଖିବାକୁ ମିିଳିଛି। ଦେଶର ବିଭିନ୍ନ ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ହଠାତ ବୃଦ୍ଧି ଦେଖିବାକୁ ମିଳିଛି। ସାରା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୯ର ପହଁଞ୍ଚିଛି। ଏମାନଙ୍କ ମଧ୍ୟରୁ ୧୯ ଜଣଙ୍କର ମୃତ୍ୟୁ ଘଟି ସାରିଥିବା…

ଜାମା ମସ୍‌ଜିଦରୁ ଫେରିଥିବା ବ୍ୟକ୍ତି କରୋନାରେ ମୃତ କ୍ବାରାଣ୍ଟିନ୍‌ରେ ୩ ପତ୍ନୀ ୨୦ ସନ୍ତାନ

ବେଙ୍ଗାଲୁରୁରେ ତୃତୀୟ କରୋନା ମୃତ୍ୟୁ ଘଟିଛି। ମୃତକଙ୍କ ବୟସ ୬୫ ବର୍ଷ। ସେ ଦିଲ୍ଲୀରୁ ଜାମା ମସ୍‌ଜିଦ୍‌ରେ ରହିଥିଲେ ଓ ମାର୍ଚ୍ଚ ୧୧ ତାରିଖରେ ଟ୍ରେନ୍‌ ଯୋଗେ କର୍ଣ୍ଣାଟକ ଫେରିଥିଲେ। ତାଙ୍କର ୩ ଜଣ ପତ୍ନୀ ଓ ୨୦ ଜଣ ସନ୍ତାନ ଅଛନ୍ତି। ସମସ୍ତଙ୍କୁ କ୍ବାରାଣ୍ଟିନରେ ରଖାଯାଇଛି। …