Odisha News Insight
Browsing Category

India

ଭାରତୀୟ ବାୟୁସେନାକୁ ସାଲ୍ୟୁଟ

ଗତକାଲି ମଧ୍ୟରାତ୍ରରେ ଭାରତୀୟ ବାୟୁ ସେନା ପାକିସ୍ତାନୀ ଆତଙ୍କବାଦୀ ସଂଗଠନ ଜୈସ-ଇ-ମହମ୍ମଦର ପ୍ରଶିକ୍ଷଣ ଶିବିର ଉପରେ କରିଥିବା ସର୍ଜିକାଲ୍‌ ଷ୍ଟ୍ରାଇକ୍‌କୁ ସାରା ଦେଶ ପ୍ରଶଂସା କରୁଛି। ବାୟୁ ସେନାର ଏପରି ସାହସିକତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ବାୟୁସେନାକୁ ସାଲ୍ୟୁଟ୍‌