Odisha News Insight

ବଢିଲା ଶ୍ରମିକଙ୍କ ମଜୁରୀ |

କରୋନା ମହାମାରୀ ଭତରେ ରାଜ୍ୟର ସବୁ ଶ୍ରେଣୀ ଶ୍ରମିକଙ୍କ ଦୈନିକ ମଜୁରୀ ୫ ଟଙ୍କା ୪୦ ପଇସା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର | ଏଣିକି ଅଣକୁଶଳୀ ଶ୍ରମିକଙ୍କ ମଜୁରୀ ହେଲା ୩୦୩ ଟଙ୍କା ୪୦ ପଇସା, ଅର୍ଦ୍ଧକୁଶଳୀ ଶ୍ରମିକଙ୍କ ମଜୁରୀ ହେଲା ୩୪୩ ଟଙ୍କ ୪୦ ପଇସା, କୁଶଳୀ ଶ୍ରମିକଙ୍କ ମଜୁରୀ ହେଲା ୩୯୩ ଟଙ୍କା ୪୦ ପଇସା, ଅତିକୁଶଳୀ ଶ୍ରମିକଙ୍କ ମଜୁରୀ ବଢି ହେଲା ୪୫୩ ଟଙ୍କା ୪୦ ପଇସା |

Leave a comment