Odisha News Insight
Browsing Tag

Berhampur

ମାସ୍କ କିମ୍ୱା ରୁମାଲ୍‌ ନବାନ୍ଧିଲେ ଗଣିବେ ତଣ୍ଡ : ବ୍ରହ୍ମପୁର

ମହାମାରୀ କରୋନା ଭାଇରସର ମୁକାବିଲା ପାଇଁ ଗଂଜାମ ଜିଲ୍ଲା ପ୍ରଶାସନ କଡ଼ା ପଦକ୍ଷେପ ନେଇଛି। ମାସ୍କ କିମ୍ୱା ରୁମାଲ୍‌ ନପିନ୍ଧିଲେ ଗଣିବାକୁ ପଡ଼ିବ ଜୋରିମାନା। ଏପରିକି ବିନା କାରଣରେ ବାହାରେ ବୁଲିଲେ କ୍ୱାରେଣ୍ଟାଇନ୍‌ ରଖାଯିବ ବୋଲି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ କହିଛନ୍ତି। ଏ…