Odisha News Insight
Browsing Tag

Chaina

କରୋନା ବେପାର ଚୀନରୁ ୧୦୦ କୋଟି ମାସ୍କ କିଣିବ ଫ୍ରାନ୍ସ

ଗୋଟିଏ ପଟେ ସାରା ବିଶ୍ବକୁ କରୋନା କବଳିତ କରି ରଖିଥିବା ବେଳେ ଏହାର ଉତ୍ପତ୍ତିସ୍ଥଳ ଚୀନ ଏବେ ପ୍ରାୟତଃ ବିପଦମୁକ୍ତ ଅବସ୍ଥାରେ ପହଞ୍ଚିଲାଣି। ,ଭଳି ସମୟରେ ମାନବସମ୍ବଳ ବହୁଳ ଚୀନ୍‌ ଆରମ୍ଭ କରିଛି କରୋନା ବ୍ୟବସାୟ। କରୋନା ଲଢ଼େଇରେ ଆକ୍ତାମାକ୍ତ ଫ୍ରାନ୍ସ ଚୀନ୍‌ ଠାରୁ ୧୦୦ କୋଟି ଫେସ୍‌…

କରୋନା ଇଟାଲି ଓ ଚୀନକୁ ବଳିଗଲା ଆମେରିକା

ଯୁକ୍ତରାଷ୍ଟ୍ର ଆମେରିକାରେ କରୋନା ସଂକ୍ରମଣ ସ୍ଥିତି ସାଂଘାତିକ ହେବାରେ ଲାଗିଛି। ଚୀନ୍‌ ଆଉ ଇତାଲିକୁ ବି ବଳିଯାଇଛି ଆମେରିକାର ସଂକ୍ରମିତଙ୍କ ସଂଖ୍ୟା। ଏବେ ସୁଦ୍ଧା ଆମେରିକାରେ ୮୫,୪୩୫ ଲୋକ ଆକ୍ରାନ୍ତ ହୋଇଥିବା ବେଳେ ବିଶ୍ବରେ ଏହା ସର୍ବାଧିକ। ଆମେରିକା ପଛକୁ ରହିଛି ଚୀନ୍। ଏଠାରେ ୮୧,୩୪୦…