Odisha News Insight
Browsing Tag

Lockdown

ଆହୁରି ମାସେ ବଢ଼ାଯାଉ ଲକଡାଉନ ଅବଧି: ସ୍ୱାସ୍ଥ୍ୟମନ୍ତ୍ରୀ

ଆଜି ଭିଡ଼ିଓ କନଫରେନ୍ସ ଜରିଆରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଲୋଚନା କରିଛନ୍ତି । ଏହି ଆଲୋଚନା ପରେ ରାଜ୍ୟର ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ପ୍ରତିକ୍ରିୟା ରଖିଛନ୍ତିି । ସେ କହିଛନ୍ତି ଯେ ଅନ୍ୟ ରାଜ୍ୟ ତୁଳନାରେ ଓଡ଼ିଶା ନିୟନ୍ତ୍ରଣରେ ରହିଛି ।…

ସୁରତରୁ ୪ଟି ବସରେ ଓଡ଼ିଶା ବାହାରିଲେ ଗଞ୍ଜାମ ଶ୍ରମିକ

ଲକ୍‌ଡାଉନ୍ କଟକଣା ପରେ ବିଭିନ୍ନ କାରଖାନା ବନ୍ଦ ହୋଇଯାଇଥିବା ଯୋଗୁଁ ଗୁଜରାଟର ସୁରତ ସହରରେ ରହୁଥିବା ଗଞ୍ଜାମ ଜିଲ୍ଲାର ଲକ୍ଷାଧିକ ଶ୍ରମିକ ବେରୋଜଗାର ହୋଇଯାଇଛନ୍ତି। ଏଥିପାଇଁ ସେମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା। ବହୁ ଶ୍ରମିକ ରାଜରାସ୍ତାକୁ ଓହ୍ଲାଇ ଆନ୍ଦୋଳନ…

ଲକଡାଉନ ଅବଧି ବୃଦ୍ଧି ସପକ୍ଷରେ ଓଡ଼ିଶା

 ଦେଶର ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ଚତୁର୍ଥ ଥର ଲାଗି ଆଲୋଚନା କରିଛନ୍ତି । ଆଲୋଚନା ବେଳେ ଲକଡାଉନ ବଢାଇବା ସପକ୍ଷରେ ଓଡ଼ିଶା ସମେତ ପ୍ରାୟ ସମସ୍ତ ରାଜ୍ୟ ମତ ଦେଇଛନ୍ତି । ହେଲେ ଦୁଇଟି ରାଜ୍ୟ ଲକଡାଉନ ବିପକ୍ଷରେ ଅଛନ୍ତି । ତେଣୁ ୩ ତାରିଖ ପରେ ଲକଡାଉନ ବଢିବ ନାଁ…

ଅନଲାଇନରେ ମଗାଇପାରିବେ ଜରୁରୀ ସାମଗ୍ରୀ

କରୋନା ସ୍ଥିତି ନେଇ ଦେଶ ଓ ରାଜ୍ୟ ଲକ୍ ଡାଉନ ରହିଛି । ଏହାସହ ସମସ୍ତ ଦୋକାନ ବଜାର ମଧ୍ୟ ବନ୍ଦ ରହିଛି । ତେଣୁ ଲୋକମାନେ ଜରୁରୀସାମଗ୍ରୀ ପାଇଁ ହଇରାଣ ମଧ୍ୟ ହେଉଛନ୍ତି । ତେଣୁ ଅନଲାଇନ କମ୍ପାନିଗୁଡ଼ିକୁ କେବଳ ଜରୁରୀକାଳୀନ ସାମଗ୍ରୀ ପଠାଇବା ପାଇଁ ଅନୁମତି ଦିଆଯାଇଛି । ଏହାସହ ଲକ୍ ଡାଉନରେ…

ଫସି ରହିଥିବା ଶ୍ରମିକଙ୍କ ପାଇଁ ବଡ଼ ଘୋଷଣା

କରୋନା ସ୍ଥିତି ନେଇ ଦେଶ ଓ ରାଜ୍ୟ ତାଲାବନ୍ଦ ଥିବା ଯୋଗୁଁ ବହୁ ଶ୍ରମିକ ଫସି ରହିଛନ୍ତି । ସେହି ଫସି ରହିଥିବା ଶ୍ରମିକଙ୍କ ପାଇଁ ଆଜି ଏକ ବଡ଼ ଘୋଷଣା କରାଯାଇଛି । ରାଜ୍ୟ ଭିତରେ ଯିବା ଆସିବା କରି ଦାଦନ ଶ୍ରମିକମାନେ କାମ କରିପାରିବେ । କେନ୍ଦ୍ର ଗୃହମନ୍ତ୍ରାଳୟ ପକ୍ଷରୁ ଏନେଇ ଏସଓପି ଜାରି…

ଭୁବନେଶ୍ୱରରେ କାଲି କଣ ଖୋଲା ରହିବ ,କଣ ରହିବ ବନ୍ଦ

କାଲିଠୁ କୋହଳ ହେବ ଲକ୍ ଡାଉନ । କେନ୍ଦ୍ର ସରକାର ଏନେଇ ନିର୍ଦ୍ଦେଶନାମା ଜାରୀ କରିଛନ୍ତି । କିନ୍ତ୍ୁ ଆପଣ ଯଦି ଭୁବନେଶ୍ୱର ବାସୀ ତା ହେଲେ ଜାଣି ନିଅନ୍ତୁ କାଲିଠୁ କଣ ଖୋଲିବ କଣ ରହିବ ବନ୍ଦ । ପୋଲିସ କମିଶନରଙ୍କ ସୂଚନା ଅନୁଯାୟୀ ପରବର୍ତ୍ତି ନିଷ୍ପତ୍ତି ପର୍ଯ୍ୟନ୍ତ ଜାରୀ ରହିବ ଲକ ଡାଉନ…