Odisha News Insight
Browsing Tag

Omar Abdullah

୭ ମାସ ପରେ ମୁକ୍ତି ପାଇଲେ ଓମାର ଅବଦୁଲ୍ଲା, କହିଲେ

ଦୀର୍ଘ ୭ ମାସ ପରେ ଜମ୍ମୁ-କଶ୍ମୀରର ପ୍ରମୁଖ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କୁ ଆଜି ମୁକ୍ତି ମିଳିଛି। ଓମାରଙ୍କୁ ଧାରା ୩୭୦ ଉଚ୍ଛେଦ ପରେ ଗୃହବନ୍ଦୀରେ ରଖା ଯାଇଥିଲା। ଓମାର ମୋଟ ୨୩୨ ଦିନ ଗୃହବନ୍ଦୀ ଭାବେ କାଟିଛନ୍ତି। ତାଙ୍କୁ ପବ୍ଲିକ୍‌ ସେଫ୍ଟି ଆକ୍ଟ ବା ପିଏସ୍‌ଏ…