Odisha News Insight
Browsing Tag

Rajya Sabha

୫୧ରୁ ଅଧିକ ରାଜ୍ୟ ସଭା ସାଂସଦଙ୍କ କାର୍ଯ୍ୟକାଳ ଏପ୍ରିଲରେ ଶେଷ

୫୧ରୁ ଅଧିକ ରାଜ୍ୟ ସଭା ସାଂସଦଙ୍କ କାର୍ଯ୍ୟକାଳ ୨୦୨୦ ଏପ୍ରିଲ ମାସରେ ଶେଷ ହେବାକୁ ଯାଉଛି। ସେହି ରାଜ୍ୟସଭା ସାଂସଦଙ୍କ ମଧ୍ୟରେ ରାଜ୍ୟସଭାର ଉପାଧ୍ୟକ୍ଷ ସାଭା ହରିବଂଶ, ଏନ୍‌ସିପି ନେତା ଶରଦ ପାଓ୍ବାର ଏବଂ କେନ୍ଦ୍ରୀୟ ସାମାଜିକ କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ ରାମଦାସ ଅଥାଓ୍ବଲେ ରହିଛନ୍ତି। …